Tag Archives: ganjam

ପୁରୁଷୋତ୍ତମପୁର ଏସ୍‌ଡିପିଓଙ୍କ ନିଆରା ପଦକ୍ଷେପ, ସାଧାରଣରେ ପ୍ରଶଂସା

ପୁରୁଷୋତ୍ତମପୁର,୧।୫(ସିମାଞ୍ଚଳ ମିଶ୍ର):  ସମାଜରେ ଘଟି ଚାଲିଥିବା ଅପରାଧିକ କାର୍ଯ୍ୟକଳାପକୁ କିଭଳି ରୋକାଯାଇ ପାରିବ ଏବଂ ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଯୋଗୁ ଲୋକେ ପୋଲିସକୁ ବନ୍ଧୁ ଭାବରେ ଗ୍ରହଣ କରିବେ। ଏହାଦ୍ବାରା  ଅପରାଧିଙ୍କ ଗତିବିଧିର ସୁରାକ ପୋଲିସକୁ ସହଜରେ ମିଳିପାରିବା ସହ ସମାଜରେ…

ଅର୍କିଟ ଫୁଲ ଚାଷ ବୁଲି ଦେଖିଲେ ରାଜ୍ୟପାଳ

ଗଞ୍ଜାମ,୩୦।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ମହାମହିମ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍‌ପତି ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପାଳୁରୁ ସ୍ଥିତ ଅର୍କିଟ ଫୁଲ ଚାଷ ବୁଲି ଦେଖିଥିଲେ l ଆର୍କିଟ ଫୁଲ ଦେଖି ରାଜ୍ୟପାଳ ବହୁତ ଖୁସିବ୍ୟକ୍ତ…

ଭଞ୍ଜନଗର ମେଡିକାଲକୁ ମିଳିବ ଜିଲା ମାନ୍ୟତା, ପର୍ଯ୍ୟଟନ କ୍ଷେତ୍ରରେ ବି ପ୍ରମୁଖ ସ୍ଥାନରେ ରହିବ…

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଗାନ୍ଧୀ କୈଳାସ ପାହାଡ଼ର ପାଦଦେଶରେ ଥିବା ପୁରୁଣା ହନୁମାନ ମନ୍ଦିର ସ୍ଥାନରେ ଏକ ନୂଆ ମନ୍ଦିର ନିର୍ମାଣ ହେବ। ବୁଧବାର ସନ୍ଧ୍ୟାରେ ତାହାର ଶିଳାନ୍ୟାସ ହୋଇଥିଲା। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…

ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଦିଗପହଣ୍ଡି,୩୦ା୪(ଅଶେଷ ନାଥ ମିଶ୍ର): ଚୁଡୁଙ୍ଗପୁର ସ୍ଥିତ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଚାକିରିରୁ ଅବସର ଗ୍ରହଣ କରିଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ବୁଧବାର ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଗୋଷ୍ଠୀ ଶିକ୍ଷାଅଧିକାରୀ କୋରେଶୁ ସେଠୀ ପୌରହିତ୍ୟ କରିଥିଲେ। ଅବସର…

ନବବିବାହିତାଙ୍କ ଆତ୍ମହତ୍ୟା ପରେ ତରବରିଆ ଭାବେ କରିଥିଲେ ଅନ୍ତିମ ସଂସ୍କାର, ସ୍ବାମୀ ଅଟକ

ଦିଗପହଣ୍ଡି,୩୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମର ନବ ବିବାହିତା ସ୍ମୃତି ସାହୁଙ୍କ ଆତ୍ମହତ୍ୟା ଘଟଣାରେ ସ୍ବାମୀ ସୁଜିତ ସାହୁଙ୍କୁ ପାଟପୁର ଥାନାରେ ପୋଲିସ ଅଟକ ରଖି ତଦନ୍ତ ଚଳାଇଛନ୍ତି। ଗତ ୨୦ ତାରିଖରେ ଗ୍ରାମର ନୂଆସାହିରେ…

ବୁଦାମୂଳେ ପଡ଼ିଛି ମଲା ଗୋରୁର କଟାଗୋଡ଼

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ): ତାରସିଂ ଥାନା ଅନ୍ତର୍ଗତ ବଦାଙ୍ଗୀରେ ସୋମବାର ଏକ ମଲା ଗୋରୁର କଟାଗୋଡ଼ ବୁଦାମୂଳେ ପକାଇ ଅନ୍ୟ ଅଂଶକୁ କିଏ ନେଇଯାଇଥିବାରୁ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ମଲା ଗୋରୁଟିକୁ କେହି ଖାଇବା ଉଦ୍ଦେଶ୍ୟରେ ନେଇଥିବା ଆଶଂକା କରାଯାଉଛି। ଏହି…

ବାପାଙ୍କୁ ଲୁହାରଡରେ ପିଟି ହତ୍ୟା, ସାନପୁଅଙ୍କୁ କୋର୍ଟ ଚାଲାଣ କଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର,୨୯।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ନିଜ ଜନ୍ମକଲା ବାପାକୁ ପିଟି ହତ୍ୟାକରିବା ଅଭିଯୋଗରେ ସାନ ପୁଅ ରଞ୍ଜନ ସାହୁ(୨୮)ଙ୍କୁ ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଥିଲେ। କୋର୍ଟରେ ମାନ୍ୟବର ବିଚାରପତି ଏହାର ବିଚାରକରି…

ଝିଅର ମୁଣ୍ଡନ ପାଇଁ ଯାଇଥିଲେ, ବାଙ୍କେଶ୍ୱରୀ ଘାଟିରେ ଓଲଟି ପଡ଼ିଲା ଅଟୋ;୯ ଆହତ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ମା’ ନିଜ ବାଙ୍କେଶ୍ୱରୀ ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ( ନଂ. ଓଡ଼ି ୦୭…

୧ରୁ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା, ରାମେଶ୍ୱର ଘାଟରୁ ଆସିଲା ପାଣିଭାର

ଗଞ୍ଜାମ,୨୯।୪(ବିଦ୍ୟାଧର ସାହୁ): ଆସନ୍ତା ୧ରୁ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା l ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ସମଗ୍ର କାଇଁଚପୁର ଅଞ୍ଚଳ l ଏକ ମାସ ପୂର୍ବରୁ ଏହାର ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି l ପୂର୍ବରୁ ଗ୍ରାମର…

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଳରାମ ଗୌଡ (୩୫)। ତାରସିଂ ପୋଲିସ ଘଟଣା…

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ ଶତ୍ରୁତାରୁ ସେମାନଙ୍କୁ ପିଟିପିଟି ହତ୍ୟା କରିବା ପରେ ଜାଳି ଦେବାକୁ ଚେଷ୍ଟା କରାଯାଇଥିବା…

କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍‌ପିଟ୍‌ ହୋଇ ୫ ଆହତ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇ ଉଭୟ ପରିବାର ର ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri