ସ୍ୱାମୀ ସ୍ତ୍ରୀ କଳହରୁ ଡିନାମାଇଟ ବିସ୍ଫୋରଣ: ଉଡ଼ିଲା ଛାତ ଅଳ୍ପକେ ବର୍ତ୍ତିଲେ ୩ ପରିବାର
ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ବୋମା ବିସ୍ଫୋରଣରେ ୩ ଘରର ଛାତ ଉଡ଼ି ଧ୍ବସ୍ତବିଧ୍ବସ୍ତ ହୋଇଯାଇଛି। ଗାଁ’ରେ ଚାଲିଥିବା ମା’ ଦଣ୍ଡକାଳୀଙ୍କ ନାଚ ଦେଖିବାକୁ ଯାଇଥିବା…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍, ପୋଲିସ ପ୍ରଶାସନ
ଦିଗପହଣ୍ଡି,୮ା୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ଅନ୍ତର୍ଗତ ଆମ୍ବଗାଁର ବି.ସୁରେନ୍ଦ୍ର ରେଡ୍ଡୀଙ୍କ ପୁଅ ପବିତ୍ର ରେଡ୍ଡୀ(୩୪) ପଞ୍ଜାବର ଭତିଣ୍ଡା ସେନା କ୍ୟାମ୍ପସରେ ସିପାହୀ ଭାବେ କାର୍ଯ୍ୟରତ ଥିବା ବେଳେ ରବିବାର ସେ ଆକସ୍ମିକ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସାଧୀନ…
ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ…
ଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀ
ବେଗୁନିଆପଡା,୮।୪( ସୁଶାନ୍ତ କୁମାର ପଟ୍ଟନାୟକ): ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ। ସରକାରଙ୍କ ଟଙ୍କା ସଠିକ ଭାବେ ବିନିଯୋଗ ହୋଇ ନ ଥିବା ନେଇ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ତାଳସର ପଞ୍ଚାୟତରୁ ଏଭଳି…
‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’
ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ)- ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ପାଳିତ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶବର ତରାଇ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଏବିଇଓ ବିଜୟ…
ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି କ୍ରମରେ ଶନିବାର ସାଂରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭଞ୍ଜନଗର ବ୍ଲକ…
ବାହାଡ଼ାପଦରରେ ପଞ୍ଚୁଦଣ୍ଡ ମହାମିଳନ
ଭଞ୍ଜନଗର,୫।୪ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଳକ ବାହାଡ଼ାପଦରରେ ଓଁକାର ଜେନାଙ୍କ ଘର ସମ୍ମୁଖରେ ଶୁକ୍ରବାର ପଞ୍ଚୁଦଣ୍ଡ ଅନୁଷ୍ଠିତ ହୋଇଯାଇଛି। ମହାମିଳନରେ କୁଲାଙ୍ଗୀ,ନାରୀଗୋଛା, ତାରସିଙ୍ଗି, ଝାଡ଼ଭୂମି,କୁଶପଲ୍ଲୀ ଦଣ୍ଡ ଦଳ ଅଂଶଗ୍ରହଣ କରିଥିଲେ। ସକାଳ ସମୟରେ ସମସ୍ତ ଦଣ୍ଡ ପୁଞ୍ଜା କର୍ତ୍ତାଙ୍କ…
ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ
ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ ମଦ ବିକ୍ରି ପ୍ରତିବାଦରେ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ଏନେଇ ଗାଁ’ରେ ଚାପା ଉତ୍ତେଜନା…
ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ
ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ ଯାତ୍ରାପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଯାତ୍ରାକମିଟି ସଭାପତି ସିମାଞ୍ଚଳ ପାତ୍ର,କାର୍ଯ୍ୟକର୍ତ୍ତା ରବୀନ୍ଦ୍ର ରେଡ୍ଡୀ,ଅଭିମନ୍ୟୁ ମହାରଣା,ଦୀପକ…
ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ
ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଦ୍ୟାଳୟ ପ୍ରବେଶ ଉତ୍ସବ ଓ…
୧୦ ଫୁଟ ତଳକୁ ଖସିପଡ଼ିଲା କାର୍: ବାଇକ୍ ଶୋ’ରୁମ୍ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର
ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ କାର ଖସିପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର…
ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଡ. ସନ୍ତୋଷ କୁମାର…
Archives


