ବଟେଶ୍ୱର ପୀଠକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ, ବଢୁଛି ଅସନ୍ତୋଷ
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ଦୀର୍ଘ ଦଶ ମାସରୁ ଊର୍ଦ୍ଧ୍ୱ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ ହୋଇଯାଇଛି। ଯାହାଫଳରେ ପୂର୍ବରୁ ଯାଉଥିବା ପର୍ଯ୍ୟଟକ, ସାଧାରଣ…
କଲେଜ ଛାତ୍ର ସଂସଦ ନିର୍ବାଚନରେ ଅନିୟମିତତା ପ୍ରସଙ୍ଗ: ସିସିଟିଭି ଯାଞ୍ଚ କଲା ସ୍ବତନ୍ତ୍ର ଟିମ୍
ଗଞ୍ଜାମ,୨୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନରେ ଅନିୟମିତତା ଅଭିଯୋଗ କରି ଗତ ଶନିବାର ଛତ୍ରପୁର ଉପଜିଲାପାଳ ତଥା କଲେଜ ପରିଚାଳନା କମିଟି ସଭାପତି ଡଃ ଶିବାଶିଷ ବରାଳଙ୍କୁ ବିଜୁ ଜନତା ଦଳ ସମର୍ଥିତ ପ୍ରାର୍ଥତ୍ମାନେ ଲିଖିତ ଦାବିପତ୍ର ପ୍ରଦାନ…
ମା’ ଗଙ୍ଗାଦେବୀ ପୀଠରେ ଯାତ୍ରା ଆରମ୍ଭ, ଗ୍ରାମ୍ୟ ପରିକ୍ରମା ପରେ ଦ୍ୱାର ଭୋଗ ଖାଇ…
ଗଞ୍ଜାମ,୨୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟରେ ଅବସ୍ଥିତ ପ୍ରସିଦ୍ଧ ମା’ ଗଙ୍ଗା ଦେବୀଙ୍କ ପୀଠରେ ପବିତ୍ର ଦଶହରା ଅବସରରେ ଯାତ୍ରା ବୁଧବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ମଙ୍ଗଳବାର ବିଳମ୍ବିତ ରାତିରେ ମା’ଙ୍କୁ ବାଦ୍ୟବାଜଣା ବଜାଇ…
କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ
ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ ଜିଲା ପାଇଁ ଗୌରବ ଆଣିଛନ୍ତି। ସବ୍ଜୁନିଅର ବର୍ଗରେ ଶୁଭାନନ୍ଦ ଜେନା ୫୫ କେଜି…
ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ବିଭାଗ ଚଢ଼ଉ କରି ଏକ ସ୍କୁଟି ସହ ଗଞ୍ଜେଇ ଜବତ କରିବା ସହ…
ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଛତ୍ରପୁର…
ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ଆଶ୍ରୟସ୍ଥଳୀ ପ୍ରସ୍ତୁତ…
ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…
ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି। ଏହି ପରିପ୍ରେକ୍ଷୀରେ ଛତ୍ରପୁର ପୂର୍ବତନ ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ନିଜ…
ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।…
ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା ଓ ଗଞ୍ଜାମ ଥାନା ଅଞ୍ଚଳରେ ଏବେ କଙ୍ଗାରୁ କୋର୍ଟ ବସୁଛି। ପୋଲିସ ଅଛି,…
ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…
ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଉପଜିଲାପାଳ ଡଃ ଶିବାଶିଷ ବରାଳ, ମତ୍ସ୍ୟ ବିଭାଗ ଡେପୁଟି ଡାଇରେକ୍ଟର ମନୋରଞ୍ଜନ…
ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ
ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର ଧରିଥିଲା। ଏନେଇ ହୁମ୍ମାର ଏକ ପ୍ରତନିଧି ଦଳ ସେତେ ବେଳେ ବିଭାଗୀୟ ମନ୍ତ୍ରୀଙ୍କୁ…

