Tag Archives: ganjam

ପୁରୁଷୋତ୍ତମପୁର ପଞ୍ଚାୟତସମିତି ବୈଠକ: ଉଠିଲା ଐତିହାସିକ ଜଉଗଡ଼ର ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ଏମ୍‌ପିଙ୍କ ଘୋଷଣା

ପୁରୁଷୋତ୍ତମପୁର, ୧୭।୧(ସୀମାଞ୍ଚଳ ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ଶୁକ୍ରବାର ଅନୁଷ୍ଟିତ ହୋଇଯାଇଛି। ବିଡିଓ ମନୋଜକୁମାର ନାୟକଙ୍କ ସଂଯୋଜନାରେ ବୈଠକ ବସିଥିବା ବେଳେ ଅଧ୍ୟକ୍ଷା ପିଙ୍କି ବେହେରା ପୌରହିତ୍ୟ କରିଥିଲେ। ସେହିଭଳି ମୁଖ୍ୟ…

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଭରଣା ଚିନ୍ତା: ଜିଲାପାଳଙ୍କୁ ବାଣଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବିପତ୍ର

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଅଦିନିଆ ଲଗାଣ ବର୍ଷା ହେତୁ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ ଉଚ୍ଛେଦ, ଟୋକେନ୍ ଅବଧି ବୃଦ୍ଧି ଏବଂ ଫସଲବୀମା ଅର୍ଥ କୃଷକଙ୍କୁ ପୈଠ କରିବା ବ୍ୟବସ୍ଥା ନିମନ୍ତେ ଶୁକ୍ରବାର ପୋଟ୍ଟଲାମପୁର ପଞ୍ଚାୟତ ବାଣିଲିଙ୍ଗେଶ୍ୱର କୃଷକ ସଂଘ…

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବ୍ରହ୍ମପୁର ସ୍ଥିତ ଏକ…

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା। ଏହି ଅଦିନିଆ ବର୍ଷା ଯୋଗୁଁ ଗଞ୍ଜାମ ବ୍ଲକର ସମସ୍ତ…

ଆହାର ଉପରେ ପାହାର ଦେଲା ଅଦିନିଆ ବର୍ଷା, କ୍ଷେତରେ ଜଳମଗ୍ନ ହୋଇ ପଡ଼ିଥିବା ପାଚିଲା ଧାନର ସମୀକ୍ଷା କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨୨।୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି। କଟା ହୋଇଥିବା ଧାନ ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ। କ୍ଷେତ ମଝିରେ ସୁନାର ଫସଲ ବରବାଦ ହୋଇଯାଇଛି। ବତୁରି ଯାଇଛି କଟା ହୋଇଥିବା ଧାନ। ୨ ଦିନର…

ସ୍କୁଲ୍ ବନ୍ଧା ପକାଇ ଖାଇଗଲେ ଟଙ୍କା: କୋଠା ଦଖଲ କଲା ଫାଇନାନ୍ସ କମ୍ପନୀ

ପୁରୁଷୋତ୍ତମପୁର,୨୧ା୧୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଥିବା ସର୍ବପୁରାତନ ଶାଶ୍ବତ ଶିଶୁମନ୍ଦିରରେ ଏକ ବଡ ଘୋଟାଲା ଘଟଛି। ଯାହାକି ଶନିବାର ଭୂବନେଶ୍ବରର ଭର୍ତ୍ତିନା ଫାଇନାନ୍ସ ପ୍ରାଇଭିଟ ଲିମିଟେଡ କର୍ତ୍ତୁପକ୍ଷ ଆସି ଏକଜିକ୍ଟିଭ ମାଜିଷ୍ଟେଟ ତଥା ତହସିଲଦାର ଓ ପୋଲିସ ଉପସ୍ଥିତିରେ…

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୦।୧୨(ଅଶେଷ ନାଥ ମିଶ୍ର): ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅନୁସୂଚିତ ଜାତିର ଜଣେ ଯୁବତୀଙ୍କୁ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମର ଶିବାନନ୍ଦ ସାହୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।ପୀଡ଼ିତା ଙ୍କ ଏତଲାକୁ ଭିତ୍ତିକରି ଦିଗପହଣ୍ଡି ଥାନା…

ଟ୍ରେନରେ ଚଢିବା ବେଳେ ଅଘଟଣ : ଚକା ତଳେ ପଡି ଦୁଇ ମହିଳାଙ୍କ ମୃତ୍ୟୁ

ଵ୍ରହ୍ମପୁର ୧୫/୧୨(ସୁବାସ ଚନ୍ଦ୍ର ପାଢ଼ୀ) ରେଳଷ୍ଟେସନ ପ୍ଲାଟଫର୍ମ ଚଡ଼ିବା ବେଳେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଟ୍ରେନରେ ଚଢୁଥିବା ବେଳେ ଚକା ତଳେ ପଡି ଦୁଇଜଣ ମହିଳାଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଚିକିଟି ବ୍ଲକ ପିତାତଳି ପଞ୍ଚାୟତ…

କଣ୍ଟେନର ଧକ୍କାରେ ମହିଳା ମୃତ, ଅଳ୍ପକେ ବର୍ତ୍ତିଲେ ସ୍ୱାମୀ ଓ ପୁଅ

ଗୋପାଳପୁର ୮।୧୨(ନବୀନ ରାଜ ଆଚାରୀ): ରବିବାର ଗଞ୍ଜାମ ଜିଲା 16 ନ ଜାତୀୟ ରାଜପଥ ଗୋପାଳପୁର ଥାନା ଅଧିନସ୍ଥ ପୋକଡିବନ୍ଦ ଛକ ଚର୍ଚ୍ଚ ନିକଟରେ କଣ୍ଟେନର ବାଇକ ପଛପଟୁ ଧକ୍କା ଦେବାରୁ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ…

ଗଞ୍ଜାମର ପାଟପୁର ଥାନାକୁ ମିଳିଲା ଦେଶର ଶ୍ରେଷ୍ଠ ଥାନା ପୁରସ୍କାର

ଦିଗପହଣ୍ଡି,୨୯।୧୧(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ୨ୟ ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ପାଇଁ ଗଞ୍ଜାମ ଜିଲା ପାଟପୁର ଥାନାକୁ ପୁରସ୍କୃତ କରାଯାଇଛି। ଶୁକ୍ରବାର ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଜାତୀୟ ସ୍ତରୀୟ ଡି.ଜି ଓ…

ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତମାନେ…

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ ବ୍ରହ୍ମପୁର ଟାଉନ ଥାନା ପୋଲିସ ଗିରଫ କରିଛି। ବ୍ୟକ୍ତି ଜଣଙ୍କର ପରିଚୟ ମିଳିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri