ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍ ହେବେ ଚିଟ୍ଫଣ୍ଡକାରୀ
ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ ପ୍ରଥମେ…
ଖଲ୍ଲିକୋଟ ଏନ୍ଏସି କାଉନ୍ସିଲର୍ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ
ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍ଏସି କାଉନ୍ସିଲରଙ୍କ ଘରେ ପଶି ମାର୍ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍ଏସି…
‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’
ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l ଏଥିରେ ଭାଜପାର ବ୍ରହ୍ମପୁର ଏମ୍ପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳ ପକ୍ଷରୁ ସମ୍ବର୍ଦ୍ଧନା…
ବୃଦ୍ଧାଙ୍କୁ କଚାଡ଼ି ମାରିଲା ଷଣ୍ଢ
ଛତ୍ରପୁର,୨୩।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଡମାଧପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ମାରଣା ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ବି.ପୁରସ୍ତମଙ୍କ ସ୍ତ୍ରୀ ବି.କାମିଲି ପାତ୍ର, । କାମିଲି ସକାଳୁ ଘର…
ଖରିଫ ଋତୁର ମରୁଡ଼ି ପରିସ୍ଥିତିର ପୁନର୍ବିଚାର ଲାଗି ଚାଷୀଙ୍କ ବିକ୍ଷୋଭ
ଛତ୍ରପୁର,୪ା୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଗତ ଖରିଫ ଋତୁର ମରୁଡ଼ି ପରିସ୍ଥିତିର ପୁନର୍ବିଚାର ଲାଗି ସୋମବାର ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଜିଲା ସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ବହୁ ଚାଷୀ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ…
ଅର୍ଜିତ ଶିକ୍ଷା ଜ୍ଞାନକୁ ସମାଜ, ଦେଶର ଉନ୍ନତିରେ ବିନିଯୋଗ କର: ରାଷ୍ଟ୍ରପତି
ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, ନିଜ ଦ୍ୱାରା ଅର୍ଜିତ ଜ୍ଞାନକୁ ନିଜର, ନିଜ ପରିବାର, ନିଜେ…
ଋଷିକୂଲ୍ୟା ନଦୀ କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୫୨ କୋଟି
ଛତ୍ରପୁର,୨୮।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ଋଷିକୁଲ୍ୟା ନଦୀ କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣର ଶୁଭାରମ୍ଭ ହୋଇଛି। ବୁଧବାର ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହି କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ୨୦୨୩ରେ ଏଥିପାଇଁ ମୁଖ୍ୟମନ୍ତ୍ରୀ…
ବିଲ ମଝିକୁ ଓଲଟିଲା ହାଇଓ୍ବା: ରାତାରାତି ଗାଡ଼ିରୁ ନମ୍ବର ପ୍ଲେଟ୍ ଗାଏବ
ପୁରୁଷୋତ୍ତମପୁର,୨୪।୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଆସିକା-ହୁମ୍ମା ରାସ୍ତାର ପ୍ରତାପୁର ଛକ ନିକଟରେ ଏକ ବାଲି ବୋଝେଇ ହାଇୱା ଶୁକ୍ରବାର ରାତିରେ ରାସ୍ତାପାର୍ଶ୍ୱ ଏକ ବିଲ ମଝିକୁ ଓଲଟି ପଡ଼ିଛି। ତେବେ ଏଥିରେ କେହି ମୃତାହତ ହୋଇ ନ…
ଗଞ୍ଜାମରେ ୫-ଟି ଅଧ୍ୟକ୍ଷଙ୍କୁ ଟମାଟୋ ମାଡ଼
ବେଲଗୁଣ୍ଠା,୨୨।୨: ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ଟମାଟୋ ମାଡ଼। ଗଞ୍ଜାମ ଜିଲା ବେଲଗୁଣ୍ଠାଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼ ହୋଇଛି। ଟମାଟୋ ମାଡ଼ କରିଥିବା ବ୍ୟକ୍ତି ଜଣକ କଂଗ୍ରେସର ଜଣେ କର୍ମୀ…
ଆଜି ଗଞ୍ଜାମରେ ଗଡ଼ିବ ଲକ୍ଷ୍ମୀ
ଛତ୍ରପୁର,୨୧।୨(ଦିଲୀପ ସାମଲ ): ଗଞ୍ଜାମ ଜିଲାରେ ଗଡିବ ଲକ୍ଷ୍ମୀ ବସ୍। ଏହାକୁ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଜିଲା ସଦର ମହକୁମା ଛତ୍ରପୁରରୁ ଏହାର ଶୁଭାରମ୍ଭ ହେବ। ଗଞ୍ଜାମ ଜିଲାର ୧୨୪ଟି ରୁଟ୍ରେ ୧୨୪ ଲକ୍ଷ୍ମୀ…
ଖଲ୍ଲିକୋଟ ରାଣୀ ଜଣେ ଅପ୍ରତିଦ୍ୱନ୍ଦୀ ରାଜନେତା, ସମସ୍ତଙ୍କ ଶ୍ରଦ୍ଧା-ସମ୍ମାନର ଅଧିକାରିଣୀ: ପାଣ୍ଡିଆନ
ଭୁବନେଶ୍ୱର,୨୦ା୨(ଅନିଲ ଦାସ)-୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଖଲ୍ଲିକୋଟ ଆର୍ସିଏମ୍ ବିଜ୍ଞାନ କଲେଜରେ ପୂର୍ବତନ ବିଧାୟିକା ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ବାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ପରିବାରବର୍ଗ,…
ଗଞ୍ଜାମରେ ସ୍ବତ୍ୱଧାରୀ ଚାଷୀଙ୍କୁ ମିଳିବ ସ୍ଥିତିବାନ ପଟ୍ଟା,ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୨୦।୨(ସନ୍ତୋଷ ପାଢୀ/ଦିଲୀପ ସାମଲ)- ଗଞ୍ଜାମ ଜିଲାସ୍ତରୀୟ ପଟ୍ଟା ପ୍ରଦାନ ସମାରୋହ ଛତ୍ରପୁରସ୍ଥିତ ଖେଳପଡିଆଠାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି । ସିକିମ ସ୍ବତ୍ୱଧାରୀ ଚାଷୀମାନଙ୍କୁ ସ୍ଥିତିବାନ ପଟ୍ଟା…
Archives


