Tag Archives: ganjam

ଦିଗପହଣ୍ଡିରେ ଧର୍ମଘଟ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୮।୧(ଡି.ଏନ.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବୁଧବାର ସର୍ବଭାରତୀୟ ଧର୍ମଘଟ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଥିଲା। ଦିଗପହଣ୍ଡି ବସଷ୍ଟାଣ୍ଡ, ବଜାର ଓ ପୁଞ୍ଜି କଁୟା ଛକଠାରେ ସିପିଆଇ, ସିପିଆଇ(ଏମ)…

ଛତ୍ରପୁରରେ ବନ୍ଦ ପ୍ରଭାବ ଶୂନ

ଛତ୍ରପୁର, ୮।୧(ଡି.ଏନ.ଏ): ଗଞ୍ଜାମ ଜ଼ିଲା ସଦର ମହକୁମା ଛତ୍ରପୁର ସହରରେ ଭାରତ ବନ୍ଦର ପ୍ରଭାବ ଆଦୌ ପଡିନି। ଏଠାରେ ପରିବା, ମାଛ ମାର୍କେଟ ସହ ସମସ୍ତ ଦୋକାନ, ବଜାର ଖୋଲା ରହିଛି।

ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି ।…

ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଛୁଟି

ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା…

ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି ,୫ା୧(ଡି.ଏନ.ଏ.)-ଆର.ଉଦୟଗିରି ଥାନାର ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଶନିବାର ପୁଣି ବିପୁଳ ମରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗଜପତି ଜିଲାପାଳ ଅନୁପମ ସାହା ଓ ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ବ୍ଲକର ବିଭିନ୍ନ ଥାନା ଅଞ୍ଚଳ ସମେତ…

ନଦୀରେ ବୁଡି ଜଣଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର ପଞ୍ଚୁ ସାହୁ(୬୧)। ପୂର୍ବରୁ ସେ ବାତଜନିତ ରୋଗରେ ପୀଡିତ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ପ୍ରକାଶ…

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ

ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା ତାରିଣୀ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନ ସେବା କମିଟିର ଅଧ୍ୟକ୍ଷା ତଥା…

ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟ ଚାଲାଣ

ପାଟପୁର,୯ା୧୨(ଡି.ଏନ.ଏ.)-ପାଟପୁର ପୋଲିସ ସୋମବାର ଅପରାହ୍ନରେ ଜଣେ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର୍‌ ମାମଲା ନଂ. ୧୨୧/୧୯ରେ କୋର୍ଟ ଚାଲାଣ କରିଛି। ସେ ହେଲେ ଶେରଗଡ଼ ଥାନା ବାଇଶିଫଳ ଗ୍ରାମର ଶତ୍ରୁଘ୍ନ ବେହେରା। ରବିବାର ସନ୍ଧ୍ୟାରେ ସ୍ଥାନୀୟ ବଢିଆଉସ୍ତା ଛକ ନିକଟରେ…

କ୍ଷେତରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୫।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋସାଣି ନୂଆଗାଁ ପୋଲିସ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି। ଯୁବକଙ୍କ ପରିଚୟ ମିଳି ନ ଥିବାବେଳେ ତାଙ୍କ ବୟସ ପାଖାପାଖି ୩୫…

ଚଳନ୍ତା ଟ୍ରାକ୍ଟରରୁ ଅଲଗା ହେଲା ଚକା, ଅଳ୍ପକେ ବର୍ତ୍ତିଲେ ଲୋକେ

ଜି.ଉଦୟଗିରି,୧ା୧୨(ଡି.ଏନ୍‌.ଏ.)- ଜି.ଉଦୟଗିରି ବରାଳିନୀ ମାର୍କେଟ ତହସିଲ ଗେଟ୍‌ ସମ୍ମୁଖରେ ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ମାଟି ବୋଝେଇ ଟ୍ରାକ୍ଟରର ଏକ୍ସିଲ ଭାଙ୍ଗି ବଡଚକ ଅଲଗା ହୋଇଯାଇଥିଲା। ସୌଭାଗ୍ୟବଶତଃ ଚକାଟି ପାଖରେ ଯାଉଥିବା ଟ୍ରଲି ଚକାରେ ଲାଗି ଅଟକି ଯାଇଥିଲା। ଫଳରେ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ପାଟପୁର,୧ା୧୨-ପାଟପୁର ଥାନା ଅଞ୍ଚଳରେ ଘରୁ ଟେକି ନେଇ ଜଣେ ପଞ୍ଚମ ଶେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମରେ ଶନିବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅକ୍ଷୟ ନାଇକ। ନାବାଳିକାଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ପାଟପୁର ଥାନାରେ ନଂ. ୨୫୭/୧୯ରେ…

ପୋଖରୀରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୧ା୧୨(ଡି.ଏନ.ଏ.)-ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେଦାରପୁର ଗାଁ ପୋଖରୀରୁ ରବିବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଦ୍ଧେଶ୍ୱର ଗାଁ ମାଳିସାହିର ରୁପାଙ୍ଗ ବେହେରା। ସକାଳେ ରୁପାଙ୍ଗ ନିଜ ଜମିକୁ ଧାନ କାଟିବାକୁ ଯାଇଥିଲେ। କାମ ସାରି ପୋଖରୀରେ ଗାଧୋଇବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri