Tag Archives: ganjam

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୨୦-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ ମା’ ପୁଅଙ୍କ ଜୀବନ ଯାଇଛି। ମୃତକ ହେଲେ ମା’ ସଜନୀ ନାହାକ (୫୫)…

ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ: ଜଣେ ଗୁରୁତର

ପୁରୁଷୋତ୍ତମପୁର,୧୯।୯(ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତର କୁଶପୁର ଗ୍ରାମରେ ଗୁରୁବାର ରନ୍ଧନ ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ପରିବାରର ଘର ପୋଡି ଯାଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ରାଜେନ୍ଦ୍ର ସାହୁ (୩୬)।…

୫ ଫୁଟିଆ ନାଗସାପ ଉଦ୍ଧାର

ବୁଗୁଡ଼ା,୧୬ା୯(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲାବଞ୍ଜର ଗ୍ରାମରେ ସୋମବାର ସନ୍ଧ୍ୟାରେ ଉକ୍ତ ଗ୍ରାମର ବାଳକୃଷ୍ଣ ଆଚାରୀଙ୍କ ଘରୁ ଏକ ୫ ଫୁଟିଆ ନାଗସାପ ଉଦ୍ଧାର କରାଯାଇଛି। ସାପଟି ଘରେ ଥିବା ଦେଖି ବାଳକୃଷ୍ଣ ବି.କରଡ଼ାବାଡ଼ିର ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ହରିଶ ପାଢ଼ୀଙ୍କୁ…

ମଦ ବିକ୍ରି ବନ୍ଦ କରିବାକୁ ମହିଳାଙ୍କ ଦାବି

ଜି.ଉଦୟଗିରି,୧୬ା୯(ଡି.ଏନ.ଏ.)-ଜି.ଉଦୟଗିରି ଥାନା ଅଞ୍ଚଳର କଳିଙ୍ଗା ଠାରେ ଅବାଧ ମଦ କାରବାର ଚାଲିଛି। ଏସବୁ ମଦ ବିକ୍ରିକୁ ଦଳମତ ନିର୍ବିଶେଷରେ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଳିଙ୍ଗା ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଜି.ଉଦୟଗିରି ଥାନାରେ ଅଭିଯୋଗ କରିଛନ୍ତି। କଳିଙ୍ଗା…

ଘରେ ପଡ଼ି ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ

ଭଞ୍ଜନଗର,୧୫।୯(ଡି.ଏନ.ଏ)-ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିର କାମରାଜୁ ଡାକୁଆ (୬୦) ଶନିବାର ରାତିରେ ଘରେ ପଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଚିକିସତ୍ା ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ କାମରାଜୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ…

ଶେରଗଡ ସମିତିସଭ୍ୟା ପଦବୀ ଅସିଦ୍ଧ ଘୋଷଣା: ସ୍ଥଗିତାଦେଶ ଆଣିଲେ ବିଜୟୀ ପ୍ରାର୍ଥିନୀ

ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରିବାକୁ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଫଳରେ କୋର୍ଟ ସମିତିସଭ୍ୟା…

ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି। ଶନିବାର ମଧ୍ୟରାତିରେ ଅଟୋନଗରସ୍ଥିତ ଏକ ପାନ ଦୋକାନରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେବାରୁ ଦୋକାନଟି…

ନଦୀରେ ଯୁବତୀ ନିଖୋଜ ଅଭିଯୋଗ

ହିଞ୍ଜିଳିକାଟୁ,୧୮ା୮(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଜଣେ ଯୁବତୀ ରବିବାର ସକାଳେ ଋଷିକୁଲ୍ୟା ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯୁବତୀ ଜଣକ ଗାଧୋଇବାକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ତାଙ୍କ ମା’…

ବିଧାୟିକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଆସିକା,୧୧ା୮(ଡ଼ି.ଏନ.ଏ.)- ଆସିକା ଏନଏସିରେ ଆମ ସହର ଆମ ଉନ୍ନତି ଯୋଜନାରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ରବିବାର ବିଧାୟିକା ମଞ୍ଜୁଳା ସ୍ବାଇଁ ଉଦଘାଟନ କରିଛନ୍ତି। ଓଡିଆ ସାହି ଫୁଲକେସିନୀ ମନ୍ଦିର ସଂଲଗ୍ନ କଲ୍ୟାଣ ମଣ୍ଡପ, ସୁନାମ୍ବ ସାହି ରଘୁନାଥ ମନ୍ଦିର କଲ୍ୟାଣ ମଣ୍ଡପ…

ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ

ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର ଗୌଡ଼ (୭୦)। ରାମଚନ୍ଦ୍ର ଶନିବାର ସନ୍ଧ୍ୟାରେ ଗାଧୋଇବା ପାଇଁ ପୋଖରୀକୁ ଯାଉଥିବା ବେଳେ କୁଞ୍ଚୁଡୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri