Tag Archives: ganjam

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ ପହଞ୍ଚି ବିବାହ ବନ୍ଦ କରିଥିବା ଜଣାପଡିଛି। ତେବେ ବିବାହ ହେଉଥିବା ନେଇ ପ୍ରଶାସନକୁ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦୀର୍ଘ ୧୩ ଦିନ ଧରି ବ୍ରହ୍ମପୁର  MKCG ମେଡିକାଲରେ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ ପାଇଁ ୩୬ ଜଣ ପ୍ରାର୍ଥୀ ନିଜ ନାମାଙ୍କନପତ୍ର ନିର୍ବାଚନ ଅଧିକାରୀଙ୍କ ନିକଟରେ ଦଖଲ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି ମହୋତ୍ସବ ଅବସରରେ ଆୟୋଜିତ ପଲ୍ଲୀଶ୍ରୀ ମେଳା ପ୍ରତି ଜିଲାବାସୀଙ୍କ ଆଗ୍ରହ ଦେଖି ଏହାର…

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ ହୋଇଥିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଶବିଦ୍ୟାଳୟ, ଜାତୀୟ ସେବା ଯୋଜନା ଅଧିକାରୀ…

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ ଘଟିଛି। ଏଠାର ଋଷିକୁଲ୍ୟା ରେଳ ବ୍ରିଜ ଉପରକୁ ହଠାତ ଜଣେ ଯୁବକ ଚଢି ଯାଇଥିଲେ…

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ। ହେଲେ ରେଳ ଲାଇନ ଉପରେ ମୃତକଙ୍କ ବ୍ୟାଗ, ମୋବାଇଲ ଫୋନ ଥିବାରୁ ପୋଲିସ ପହଞ୍ଚିବା…

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ ସମାରୋହର ଦ୍ବିତୀୟ ଦିବସ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୯୬ଟି ଆବେଦନର ଶୁଣାଣି କରାଯାଇଥିବା ବେଳେ ଏକ ସ୍ପର୍ଶକାତର ଘଟଣା ସମସ୍ତଙ୍କୁ…

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଶନିବାର ସକାଳୁଆ ବିଦ୍ୟାଳୟ ପରିବର୍ତ୍ତେ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଶିକ୍ଷାଦାନ…

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ ତାଟି…

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ ପ୍ରଦେଶ ମହାସଭା ଅନୁଷ୍ଟିତ ହେବ। ୪ ଦିନଧରି ହେବାକୁ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri