Tag Archives: ganjam

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ବ୍ରହ୍ମପୁର ଉପଜିଲାପାଳ

ଦିଗପହଣ୍ଡି,୮।୬(ଡି.ଏନ.ଏ.): ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଦିଗପହଣ୍ଡି ବ୍ଲକ ଗସ୍ତରେ ଆସି ସିଦ୍ଧେଶର, ଗୋକର୍ଣ୍ଣପୁର ଏବଂ ବି.ତୁରୁବୁଡି ପଞ୍ଚାୟତେ ଥିବା ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଘରୋଇ ସଙ୍ଗରୋଧରେ ରହୁଥିବା ପ୍ରବାସୀ ଫେରନ୍ତାମାନେ ଘରେ ନରହି ବାହାରେ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ ସୁରକ୍ଷାକୁ ନେଇ ବିଡ଼ିଓଙ୍କୁ ଭେଟିଲେ ଶିକ୍ଷକ ସଂଘ କର୍ମକର୍ତ୍ତା

ଶେରଗଡ଼,୨୬।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ମଙ୍ଗଳବାର ଏକ ଦାବି ପତ୍ର ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବିଇଓ ଭାସ୍କର ଲେଙ୍କାଙ୍କୁ ଭେଟି ପ୍ରଦାନ କରିଛନ୍ତି। କରୋନା ମୁକାବିଲାରେ ଶିକ୍ଷକମାନେ ନିଜ ଜୀବନକୁ ପାଣି...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍‌ ସୁସ୍ଥ ରହିଛନ୍ତି।...

କଲେଜ ଛାତ୍ରଙ୍କୁ ମାଡ ଅଭିଯୋଗ, ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ରାସ୍ତା ଅବରୋଧ

ଗଞ୍ଜାମ, ୧୦।୨(ଡି.ଏନ.ଏ.): ବାଲି ମାଫିଆ ଖଣ୍ଡଦେଉଳି କଲେଜର ଯୁକ୍ତ ତିନି ଛାତ୍ରଙ୍କୁ ମାଡ ମାରିଥିବା ନେଇ ଶନିବାର ରମ୍ଭା ଥାନାରେ ଅଭିଯୋଗ ହୋଇଥିଲା l ଏହି ମାମଲାରେ ପୋଲିସ ସନ୍ତୋଷ ରେଡୀଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି...

ଲାଇଟ୍‌ ଆଣ୍ଡ ସାଉଣ୍ଡ୍‌ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ଗଞ୍ଜାମ, ୧୦।୨(ଡି.ଏନ.ଏ.): ଗଞ୍ଜାମ ଥାନା ଦୁର୍ଗାଦେବୀ ସାହି ସ୍ଥିତ ଷ୍ଟେଟବ୍ୟାଙ୍କ ଏଟିଏମଠାରେ ଲାଇଟ ଏଣ୍ଡ ସାଉଣ୍ଡ ମାଲିକ ବାଳକୃଷ୍ଣ ପଣ୍ଡାଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଜଣାପଡିଛି l ଏଥିରେ ସେ ଆହତ ହୋଇଛନ୍ତି। ଖବର ପାଇ ଗଞ୍ଜାମ ଥାନା ଅଧିକାରୀ...

୧୦ ଲକ୍ଷ ଟଙ୍କାର ଫସଲ ନଷ୍ଟ କଲେ ହାତୀପଲ

ଶେରଗଡ଼,୧୦।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୁଷୁଣ୍ଡା ଗ୍ରାମ ନିକଟ ପାକିଡି ପାହାଡ଼ରେ ହାତୀପଲ ୫୦୦ ଭରଣ ଜମିରେ ଲାଗିଥିବା ପନିପରିବା ଫସଲ ନଷ୍ଟ କରିଦେଇଛନ୍ତି। ସୋମବାର ଭୋର ପ୍ରାୟ ୪ଟାରେ ୧୪ଟି ହାତୀ ଜଙ୍ଗଲ ଆଡକୁ ମୁହାଁଇ ଥିଲେ।...

ଯୋଗାଣ ବିଭାଗର ଚଢ଼ାଉ, ୧୪ ସିଲିଣ୍ଡର ଜବତ

ଭଞ୍ଜନଗର,୯।୨(ଡି.ଏନ.ଏ)- ଭଞ୍ଜନଗର ଉପଖଣ୍ଡ ଯୋଗାଣ ବିଭାଗ ପକ୍ଷରୁ ରବିବାର ସକାଳେ ସହରର ବିଭିନ୍ନ ହୋଟେଲରେ ଚଢ଼ାଉ କରାଯାଇ ବେନିୟମ ଭାବେ ବ୍ୟବହାର ହେଉଥିବା ୧୪ଟି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ କରାଯାଇଛି। ବସ୍‌ଷ୍ଟାଣ୍ଡ ଓ ଏହା ନିକଟରେ ଥିବା ୪...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆସିକା,୧୯ା୧(ଡି.ଏନ୍‌.ଏ)- ଆସିକା ଥାନା କାଳଷଣ୍ଢପୁର ଗ୍ରାମରେ ରବିବାର ସକାଳେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ରାଜେଶ୍ୱର ମହାନ୍ତି (୩୫)। ଏ ନେଇ ପୋଲିସ ନଂ. ୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ରାଜେଶ୍ୱର...

ଆକ୍ରମଣ ମାମଲା:ସାନଭାଇଙ୍କୁ ମାଡ଼ ମାରି ବଡ଼ ଗଲେ ଜେଲ

ଦିଗପହଣ୍ଡ,୧୩ା୧(ଡି.ଏନ.ଏ.)-ସାନଭାଇଙ୍କୁ ମାଡ଼ ମାରିବା ଅଭିଯୋଗରେ ସୋମବାର ପୋଲିସ ଦିଗପହଣ୍ଡି ବ୍ଲକ କୁମରଡ଼ା ଗ୍ରାମ ବଡ ସାହିର ସନ୍ତୋଷ ପ୍ରଧାନଙ୍କୁ କୋର୍ଟ ଚାଲାଣ କରିଛି। ମାମଲା ନଂ. ୫/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲକୁ ପଠାଯାଇଛି।...

ଦିଗପହଣ୍ଡିରେ ଧର୍ମଘଟ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୮।୧(ଡି.ଏନ.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବୁଧବାର ସର୍ବଭାରତୀୟ ଧର୍ମଘଟ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଥିଲା। ଦିଗପହଣ୍ଡି ବସଷ୍ଟାଣ୍ଡ, ବଜାର ଓ ପୁଞ୍ଜି କଁୟା ଛକଠାରେ ସିପିଆଇ,...

ଛତ୍ରପୁରରେ ବନ୍ଦ ପ୍ରଭାବ ଶୂନ

ଛତ୍ରପୁର, ୮।୧(ଡି.ଏନ.ଏ): ଗଞ୍ଜାମ ଜ଼ିଲା ସଦର ମହକୁମା ଛତ୍ରପୁର ସହରରେ ଭାରତ ବନ୍ଦର ପ୍ରଭାବ ଆଦୌ ପଡିନି। ଏଠାରେ ପରିବା, ମାଛ ମାର୍କେଟ ସହ ସମସ୍ତ ଦୋକାନ, ବଜାର ଖୋଲା ରହିଛି।

ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri