Tag Archives: ganjam

ଗଞ୍ଜାମ: ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଯୋଗଦାନ

ଛତ୍ରପୁର,୨୪।୯(ଦିଲୀପ ସାମଲ): ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ସୌରଭ ପ୍ରଧାନ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ସେ ପ୍ରଥମେ ଗଞ୍ଜାମ ଜିଲାପାଳଙ୍କୁ ସାକ୍ଷାତ କରି ନିଜର ଯୋଗଦାନ ପତ୍ର ପ୍ରଦାନ କରିଥିଲେ । ପୂର୍ବରୁ ସେ…

ହାଇଓ୍ବା ଧକ୍କାରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ, ମୃତଦେହ ରଖି ରାସ୍ତା ଅବରୋଧ କଲେ…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ଓଡ଼ିଆ ସାହି ବାସିନ୍ଦା ତଥା ଗଜପତି ଜିଲା ମୋହନା ବ୍ଲକ ପିଣ୍ଡିକି ଗ୍ରାମ ହାଇସ୍କୁଲର କ୍ରୀଡା ଶିକ୍ଷକ ରାମକୃଷ୍ଣ ପାଣିଗ୍ରାହୀ ଓରଫ ବବୁଲ(୩୨) ବୁଧବାର ସାରେ ଏକ ହାଇୱା…

ଦଶହରା ଲାଗି ଦାରିଙ୍ଗବାଡ଼ି ଚଳଚଞ୍ଚଳ: ସ୍ଥାପନ ହେଲା ଶୁଭ ଖୁଣ୍ଟି, ଆଡମ୍ବରରେ ପୂଜା ପାଳନ ଲାଗି…

ଦାରିଙ୍ଗବାଡି, ୨୩।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ମଙ୍ଗଳବାର ଦଶହରା ପର୍ବ ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ଦୁର୍ଗା ପୂଜା କମିଟିର ସଭାପତି ଜୟଚଦ୍ର ପଡ୍ରା ପୂଜା କର୍ମରେ କର୍ତ୍ତା ଭାବେ ବସିଥିବା ବେଳେ…

ତପ୍ତପାଣି ଘାଟିରେ ବାଇକ୍‌କୁ ପିଟିଲା ହାଇଓ୍ବା: ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ମଙ୍ଗଳବାର ସାରେ ଏକ ହାଇୱା ଟ୍ରକ ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ରାମକୃଷ୍ଣ ପାଣିଗ୍ରାହି(୩୨)।…

ଏହି କାରଣରୁ ବାତିଲ ହୋଇଗଲା ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ

ନୂଆଦିଲ୍ଲୀ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ। ତେବେ ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ହୋଇପାରେ ବୋଲି…

ଦିଗପହଣ୍ଡିରେ ଏକ ପେଡ୍ ମା ‘ କେ ନାମ ଅଭିଯାନ: ସାମିଲ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ବୁଧବାର ଠାରୁ ଧରିତ୍ରୀ ମା’ର ସୁରକ୍ଷା ପାଇଁ ଏକ ପେଡ୍ ମା ‘କେ ନାମ ୨.୦ ଅଭିଯାନ ଆରମ୍ଭ ହୋଇଛି। ଦିଗପହଣ୍ଡି ବ୍ଳକରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଏହି ଅଭିଯାନ…

ନୂଆଦିଲ୍ଲୀରେ ସମ୍ମାନିତ ହେଲେ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ 

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ନୂଆଦିଲ୍ଲୀ ସ୍ଥିତ ସରପଞ୍ଚ ସମ୍ବାଦ ପରିବାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଜାତୀୟ ଗୁଣବତ୍ତା ସମ୍ମିଳନୀର ସମ୍ବର୍ଦ୍ଧନା ଉତ୍ସବରେ ଦିଗପହଣ୍ଡି ବ୍ଳକ  କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି  ମନୋରଞ୍ଜନ…

ବୁଗୁଡ଼ା: ନୂତନ ବନାଞ୍ଚଳ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ମାନସ କୁମାର

ବୁଗୁଡା,ତା ୧୭।୯(କାଳିଚରଣ ଦାଶ): ସ୍ଥାନୀୟ ବନ ବିଭାଗ କାର୍ଯ୍ୟାଳୟରେ ନୂତନ ବନାଞ୍ଚଳ ଅଧିକାରୀ ଭାବେ ମାନସ କୁମାର ସାହୁ ଯୋଗ ଦେଇଛନ୍ତି। ପୂର୍ବରୁ ସେ ବ୍ରହ୍ମପୁର ବନାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ଅତିରିକ୍ତ ଦାୟିତ୍ୱରେ ଥିବା ରେଞ୍ଜର ପ୍ରମୋଦ କୁମାର ପଣ୍ଡାଙ୍କଠାରୁ…

ବହୁଚର୍ଚ୍ଚିତ ଟିକିନା ମହାପାତ୍ର ହତ୍ୟା ଘଟଣା: ମାଷ୍ଟରମାଇଣ୍ଡ ସରପଞ୍ଚଙ୍କ ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୬।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମର   ବହୁଚର୍ଚ୍ଚିତ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ବୀଭତ୍ସ ଭାବେ ହାଣି ହତ୍ୟା ଘଟଣାରେ ପୋଲିସକୁ ବଡ଼ ଉପଲବ୍ଧି। ମାଷ୍ଟରମାଇଣ୍ଡ ତଥା ଶିକୁଳା ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଦିବାକର ବେହେରାଙ୍କୁ…

କଥା ଦେଇଥିଲେ ବିବାହ କରିବେ, ହେଲେ ଶାରୀରିକ ସମ୍ପର୍କ ପରେ ଗର୍ଭବତୀ ହେବା ଜାଣି ପ୍ରତାରଣା, ଥାନାରେ ପହଞ୍ଚି…

ଦିଗପହଣ୍ଡି/ପାଟପୁର, ୧୩।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ପ୍ରତାରଣା କରିଥିବା ନେଇ ଯୁବତୀ ଜଣକ ଶନିବାର ସାରେ ପାଟପୁର ଥାନାରେ…

ନିର୍ମାଣାଧୀନ କଲ୍ୟାଣ ମଣ୍ଡପକୁ ଡାକି ନାବାଳକଙ୍କ ସହ ରଖିଥିଲେ ଅପ୍ରାକୃତିକ ଯୌନ ସମ୍ପର୍କ, ୧୯ ବର୍ଷୀୟ ଯୁବକଙ୍କୁ ବାନ୍ଧିଲା…  

ଧରାକୋଟ,୧୩।୯:ଜଣେ ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ନାବାଳକ ସହ ଅପ୍ରାକୃତିକ ଯୌନ ସଂପର୍କ ରଖିବା ଅଭିଯୋଗରେ ଗଞ୍ଜାମ ଜିଲା ଧରାକୋଟ ପୋଲିସ ଜଣେ ଯୁବକକୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଧରାକୋଟ ଥାନା ଅନ୍ତର୍ଗତ କୁସପଡା ଗ୍ରାମ…

ଦୁର୍ଘଟଣାରେ ଆଖି ବୁଜିଲେ ଖେମୁଣ୍ଡି କଲେଜ ପୂର୍ବତନ ଅଧ୍ୟକ୍ଷ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର) ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଡେଙ୍ଗାପଦର ସରକାରୀ ମଦଭାଟି ନିକଟରେ  ବୁଧବାର ଅପରାହ୍ନରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ପୂର୍ବତନ ଅଧ୍ୟକ୍ଷ ମୂରଲୀଧର ପ୍ରଧାନ (୬୬)ଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ବ୍ରହ୍ମପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri