କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା ଦେଇଛନ୍ତି। ଗରଦପୁର ବ୍ଲକର ବିଜେଡି ପଞ୍ଚାୟତ ସଭାପତି ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚ,…