ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍ ଧରିଛି ଚର୍ଚ୍ଚା ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼ ଗ୍ରାମରେ। ଗାଁର ଏକ ଅଳିଆଗଦାରେ ନବଜାତ ଶିଶୁକନ୍ୟା ପଡ଼ିଥିବା ଦେଖିଥିଲେ କିଛି ସ୍ଥାନୀୟ…