ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର! ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ ୭ ଟା ଏବଂ ସା ୮ ଟାରୁ ରାତି ୧୨ ଟା ମଧ୍ୟରେ…