Tag Archives: gas crisis

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଦେଶ ଭିତରେ LPG ଷ୍ଟକ ହ୍ରାସ ପାଇବାକୁ ଦୃଷ୍ଟିରେ ରଖି, ସରକାରୀ…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ ବାହାରି ପାରି ନାହିଁ। ଯୋଗାଣ ବାଟ…

ନୂଆ ଗ୍ୟାସ୍‌ ସିଲିଣ୍ଡର ବୁକିଂ କରିବାକୁ ନାକେଦମ ହୋଇପଡୁଛନ୍ତି ଗ୍ରାହକ, ଜିଲାପାଳଙ୍କୁ ଭେଟି କଂଗ୍ରେସ କହିଲା…

ଛତ୍ରପୁର,୧୩ା୩(ଦିଲ୍ଲୀପ ସାମଲ): ଏଲ୍‌ପିଜି ବା ରନ୍ଧନ ଗ୍ୟାସ୍‌କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲାପାଳଙ୍କୁ ଭେଟି…

ଗ୍ୟାସ୍‌ ଯୋଗାଣରେ ସଙ୍କଟ: ଜଙ୍ଗଲରୁ କାଠ ସଂଗ୍ରହ ନ କଲେ ଜନଜାତିଙ୍କ ଚୁଲି ଜଳେ ନାହିଁ

ମହାକାଳପଡ଼ା, ୧୩ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଯୋଗୁ ପ୍ରାକୃତିକ ତୈଳ ଓ ଗ୍ୟାସ୍‌ ଆମଦାନୀରେ ସଙ୍କଟ ପ୍ରତିଫଳିତ ହେଉଛି। ଫଳରେ ବିଶ୍ୱ ବଜାରରେ ତୈଳ ଓ ଗ୍ୟାସ୍‌ ଯୋଗାଣରେ ସଙ୍କଟ ଦେଖାଯାଇଛି। ସେଥିପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?