Tag Archives: Gas cylinder

ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍‌ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍‌ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍‌ ଆମଦାନୀରେ ଘୋର ସଙ୍କଟ ଦେଖାଦେଇଛି। ଫଳରେ ତୈଳ ଓ ପ୍ରାକୃତିକ ଗ୍ୟାସ୍‌ ଯୋଗାଣରେ ବ୍ୟାଘାତ…

ହର୍ମୁଜର ଅବରୋଧକୁ ନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ, ପେଟ୍ରୋଲିୟମ ମନ୍ତ୍ରୀ କହିଲେ – ଭାରତରେ ଅଛି…

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ବିବାଦ ବିଶ୍ୱ ତୈଳ ଏବଂ ଗ୍ୟାସ ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଉପସାଗରରୁ ତେଲ ପରିବହନ କରୁଥିବା ଟ୍ୟାଙ୍କର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଥ, ହର୍ମୁଜ…

କମିଲା ଗ୍ୟାସ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରରେ ଦେବାକୁ ପଡିବ କେତେ ଟଙ୍କା

ନୂଆଦିଲ୍ଲୀ,୧।୬: ଜୁନ ମାସର ପ୍ରଥମ ଦିନରେ ଦେଶର ସାଧାରଣ ଲୋକଙ୍କୁ ଏକ ବଡ଼ ଆଶ୍ୱସ୍ତି ଖବର ମିଳିଛି। ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ କୌଣସି ବୃଦ୍ଧି ହୋଇନାହିଁ। ଯେତେବେଳେ କି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ଲଗାତାର ତୃତୀୟ ମାସ ପାଇଁ…

ଗ୍ୟାସ୍‌ ଟାଙ୍କି ଫାଟି ଉଡ଼ିଲା ଘରର ଆଜ୍‌ବେଷ୍ଟସ୍‌, କ୍ଷଣିକରେ ସବୁ ଛାରଖାର

କାମାକ୍ଷାନଗର,୨ା୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଅଘଟଣ। ଗ୍ୟାସ୍‌ ଟାଙ୍କି ଫାଟି ଉଡ଼ି ଘରର ଆଜବେଷ୍ଟସ୍‌ ଓ ଆସବାବପତ୍ର। ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର ଲୋକେ। ସୂଚନାନୁସାରେ, ଆମ୍ବପଳାସ ଗ୍ରାମର ସୁବାସ ମହାପାତ୍ରଙ୍କ ରୋଷେଇ ଘରେ ମଧ୍ୟାହ୍ନ…

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ। ତେବେ ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଏହି ବିପଦ ଟଳି ଯାଇଛି। ଉତ୍ତରପ୍ରଦେଶ ପ୍ରେମପୁର…

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯:  ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି ପରିବର୍ତ୍ତନ…

ଯୋଗାଣ ବିଭାଗର ଚଢ଼ାଉ, ୧୩ ଘରୋଇ ଗ୍ୟାସ୍‌ ସିଲିଣ୍ଡର ଜବତ

ବାଲିଗୁଡ଼ା,୨୯ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଯୋଗାଣ ବିଭାଗ ପକ୍ଷରୁ କ. ନୂଆଗାଁ ବ୍ଲକର ସାରଙ୍ଗଡ଼ ଓ ବଣ୍ଡଗୁଡ଼ା ଗ୍ରାମର ବିଭିନ୍ନ ଦୋକାନରେ ଅଚାନକ ଚଢ଼ାଉ କରାଯାଇ ୧୩ ଟି ଘରୋଇ ଗ୍ୟାସ୍‌ ସିଲିଣ୍ଡର ଜବତ କରାଯାଇଛି। ପ୍ରକାଶ ଯେ,…

ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା, ଜଣେ ପୁରୁଷ ଗୁରୁତର

ବଲାଙ୍ଗୀର,୧୦ା୨(ସୁନୀଲ କୁମାର ମହାନ୍ତି): ବେଲପଡ଼ା ଥାନା ଅନ୍ତର୍ଗତ କାନୁଟ ଗାଁରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା ଓ ଜଣେ ପୁରୁଷ ଗୁରୁତର ହୋଇଛନ୍ତି। କାନୁଟ ଗାଁର ଉପରପଡ଼ାର ଏକ ପରିବାରର ୫ ଜଣ ମହିଳା ଏବଂ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri