ବଢ଼ିଲା ଗ୍ୟାସ୍ ଦର, ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା… ନୂଆଦିଲ୍ଲୀ,୧ା୧୧: ଯେତେବେଳେ ସମଗ୍ର ଦେଶ ଦୀପାବଳି ମହୋତ୍ସବରେ ମାତିଥାନ୍ତି ସେତେବେଳେ ସରକାରୀ ତୈଳ କମ୍ପାନୀଗୁଡିକ ମୁଦ୍ରାସ୍ଫୀତି ଉପରେ ଏକ ବଡ଼ ଝଟ୍କା ଦେଇଛନ୍ତି। ଏହି କମ୍ପାନୀଗୁଡ଼ିକ ଏଲ୍ପିଜି ସିଲିଣ୍ଡର ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି। ସରକାରୀ ତୈଳ କମ୍ପାନୀଗୁଡ଼ିକ ମାସର ପ୍ରଥମ…