କମିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ କେତେ ଟଙ୍କା ନୂଆଦିଲ୍ଲୀ,୧ା୭: ହ୍ରାସ ପାଇଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି। ଏଥିସହିତ ରାଜଧାନୀ ଦିଲ୍ଲୀରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୬୪୬ ଟଙ୍କା...