ଭ୍ରମାତ୍ମକ ଖବର ଯୋଗୁ ଗ୍ୟାସ ସିଲିଣ୍ଡର ପାଇଁ ଆତଙ୍କ, ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ,୧୧ା୩: ଦେଶରେ ଏଲପିଜି (LPG) ସଙ୍କଟକୁ ନେଇ ବ୍ୟାପୁଥିବା ଗୁଜବ ଓ ଭ୍ରମାତ୍ମକ ଖବର ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହି କାରଣରୁ ଅନେକ ସ୍ଥାନରେ ଗ୍ୟାସ ସିଲିଣ୍ଡର ହୋର୍ଡିଂ ବା ମହଜୁଦ କରିବା ଏବଂ ପ୍ୟାନିକ୍ ବୁକିଂ ବୃଦ୍ଧି…