ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍, ପରିବହନ ମହଙ୍ଗା
ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ ଏୟାରଲାଇନ୍ସ ଚେକ୍ ଇନ୍ ବ୍ୟାଗେଜ୍ ଦେୟ ବଢ଼ାଇଛନ୍ତି। ଆମେରିକାରେ ଶୁକ୍ରବାର ପେଟ୍ରୋଲର ହାରାହାରି…
ଚୋରାରେ ଚାଲିଛି ଗ୍ୟାସ୍ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ
ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ…
ଗ୍ୟାସ୍ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗ୍ୟାସ ଗୋଦାମରେ ତାଲା…
କମିଲା ଗ୍ୟାସ୍ ଦର, ଜାଣନ୍ତୁ କେଉଁଠି କେତେ କମିଲା…
ନୂଆଦିଲ୍ଲୀ,୧ା୪: ସାଧାରଣ ଲୋକଙ୍କୁ ଆରାମ ପ୍ରଦାନ କରି ସୋମବାର ଗ୍ୟାସ ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ଆଜି ତୈଳ କମ୍ପାନୀଗୁଡିକ କ୍ରମାଗତ ୩ ମାସ ପାଇଁ ବଢୁଥିବା ଗ୍ୟାସ ଦର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ୧ ଏପ୍ରିଲ ୨୦୨୪ରେ ଗ୍ୟାସ ସିଲିଣ୍ଡରର…
Archives


