ବିହାରର ସବୁ ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବେ ଶଙ୍କରାଚାର୍ଯ୍ୟ ପାଟନା, ୧୪।୧୦: ବିହାରର ସମସ୍ତ ୨୪୩ ବିଧାନସଭା ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବାକୁ ଉତ୍ତରାଖଣ୍ଡର ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସୋମବାର ଘୋଷଣା କରିଛନ୍ତି। ତେବେ ନାମାଙ୍କନ ପ୍ରକ୍ରିୟା ସମାପ୍ତ ହେବା ପରେ ଯାଇ ସେ ନିର୍ବାଚନରେ ଲଢ଼ୁଥିବା ସମସ୍ତ ଗୋରକ୍ଷକଙ୍କ ନାମକୁ…