କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା… ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ ଖେଳିଗଲା । ତାଙ୍କୁ କୋଚ ପଦରୁ ବିଦା କରାଯିବା ନେଇ ଖବର ସାମ୍ନାକୁ...