IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ କଲମ୍ବୋ,୧୬।୨: ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର ବିଜୟ ପରେ ଭାରତୀୟ ପ୍ରଶଂସକମାନେ ସୋସିଆଲ ମିଡିଆ ମାଧ୍ୟମରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା…