ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍ ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ ଅଧିକ ପ୍ରତିଷ୍ଠିତ ରୋବୋଟିକ୍ସ କମ୍ପାନୀକୁ ପଛରେ ପକାଇ ସିଙ୍ଗାପୁର ଜଳ ପରିଚାଳନା ପ୍ରାଧିକରଣଠାରୁ…