ଓଡ଼ିଶାର ‘କାଶ୍ମୀର’ରେ ସାଇକେଲ୍ ଧରି ବୁଲୁଛନ୍ତି ଜର୍ମାନ ଦମ୍ପତି, ବିଭୋର କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟ ଦାରିଙ୍ଗବାଡି,୭।୧: କନ୍ଧମାଳ ଜିଲାର ପାହାଡ଼ିଆ ଅଞ୍ଚଳ ଦାରିଙ୍ଗବାଡ଼ି, ଯାହାକୁ ‘ଓଡ଼ିଶାର କାଶ୍ମୀର’ କୁହାଯାଏ, ସେଠାରେ ଏବେ ଜର୍ମାନୀର ଏକ ପର୍ଯ୍ୟଟକ ଦମ୍ପତି ସାଇକେଲ ଯାତ୍ରାର ମଜା ନେଉଛନ୍ତି। ପ୍ୟାଟ୍ରିକ୍ ଏବଂ ତାଙ୍କ ପତ୍ନୀ ଆନି ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ...