ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର… ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ ଆମେରିକା ଇରାନ ସହିତ ଏକ ମଧ୍ୟବର୍ତ୍ତୀକାଳୀନ ଶାନ୍ତି ଚୁକ୍ତି ପାଇଁ ଆଲୋଚନା କରୁଥିଲା,…