ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍… ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ ମଧ୍ୟ ବହୁତ ଅସୁବିଧା ସୃଷ୍ଟି କରିପାରେ । ନିକଟରେ ଭାରତୀୟ ରେଳବାଇ ଟ୍ରେନରେ...