କଳାହାଣ୍ଡି ଉତ୍ସବ ‘ଘୁମୁରା’ ଆସିଲେ ଅଧିକାରୀଙ୍କର ମନେ ପଡ଼େ କେନ୍ଦୁଗୁଡ଼ା ଘାଟ, ପରେ କାହାର ଦେଖା ମିଳେନି ଥୁଆମୂଳ ରାମପୁର,୬ା୧୨: କଳାହାଣ୍ଡି ଜିଲାର କଳା ଓ ସଂସ୍କୃତିର ପର୍ବ ‘ଘୁମୁରା’ରେ କଳାହାଣ୍ଡି ତଥା ବାହାର ରାଜ୍ୟର କଳା ପ୍ରଦର୍ଶନ ଓ ପ୍ରତିଭା ପ୍ରଦର୍ଶିତ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ପରିଚାଳନା କରିଆସୁଥିବା ବେଳେ ପ୍ରତିବର୍ଷ ଏହି ଅବସରରେ ଥୁଆମୂଳ ରାମପୁର...