ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ… ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର ଦିବସ ପାଳନ ନେଇ ଆଲୋଚନା କରାଯାଇଥିଲା। ସାରା ଓଡ଼ିଶାରେ ଘୁମୁସର ଦିବସ ରାଜ୍ୟ…