ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ… ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ ସୁରକ୍ଷା ବିଭାଗୀୟ କର୍ମଚାରୀମାନଙ୍କ ପାଇଁ ଅନେକ ସମୟରେ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। କର୍ମଚାରୀମାନେ…