ରାଜନୀତିରେ ହଲଚଲ୍; ହଠାତ୍ ଇସ୍ତଫା ଦେଲେ ଉପରାଷ୍ଟ୍ରପତି, କହିଲେ….
ନୂଆଦିଲ୍ଲୀ, ୧୨।୧୧: ଇଣ୍ଡୋନେସିଆ ରାଜନୀତିରେ ବଡ଼ ଧରଣର ହଟଚମଟ। ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜିବ୍ରାନ୍ ରାକାବୁମିଙ୍ଗ ରାକା। ଦେଶର ସଂସଦର ଉଚ୍ଚ ସଦନର ବାଚସ୍ପତି ଅହମଦ୍ ମୁଜାନି ଏହି ଇସ୍ତଫା ନେଇ ସୂଚନା ଦେଇଛନ୍ତି। ପୂର୍ବତନ ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କ…

