ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି… କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ…