ଦେହ ବ୍ୟବସାୟ ଘଟଣାର ପର୍ଦ୍ଦାଫାଶ: କାମ ଦେବା ବାହାନାରେ ଦେହ ବ୍ୟବସାୟରେ ଲଗାଉଥିଲେ କେନ୍ଦୁଝର,୨୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରୁ ଜଣେ ୧୬ ବର୍ଷ ବୟସ୍କା ପିତୃମାତୃହୀନ ନାବାଳିକାଙ୍କୁ ଭୁବନେଶ୍ୱର ଚାଲାଣ କରି ଦେହ ବ୍ୟବସାୟରେ ଲଗାଯାଇଥିଲା। ପୋଲିସ ତାଙ୍କୁ ଉଦ୍ଧାର କରିଥିବା ବେଳେ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ କାଉନସେଲିଂ ବେଳେ ଘଟଣାର…