girl trafficing

ଦେହ ବ୍ୟବସାୟ ଘଟଣାର ପର୍ଦ୍ଦାଫାଶ: କାମ ଦେବା ବାହାନାରେ ଦେହ ବ୍ୟବସାୟରେ ଲଗାଉଥିଲେ

କେନ୍ଦୁଝର,୨୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରୁ ଜଣେ ୧୬ ବର୍ଷ ବୟସ୍କା ପିତୃମାତୃହୀନ ନାବାଳିକାଙ୍କୁ ଭୁବନେଶ୍ୱର ଚାଲାଣ କରି ଦେହ ବ୍ୟବସାୟରେ ଲଗାଯାଇଥିଲା। ପୋଲିସ…

11 months ago