ପ୍ରତି ବ୍ଲକରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପାଇଁ ୪୧୨୪ କୋଟି ଟଙ୍କା ଖର୍ଚ୍ଚ କରିବେ ଓଡିଶା ସରକାର ଭୁବନେଶ୍ୱର,୧୦।୨: ଓଡ଼ିଶାର ସମସ୍ତ ୩୧୪ ଗୋଟି ବ୍ଲକରେ ଷ୍ଟାଡିୟମ ନିର୍ମାଣ କରାଯିବା। ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ କରିବା ନିମନ୍ତେ ୪୧୨୪ କୋଟି ଟଙ୍କାର ବ୍ୟୟ ଅଟକଳ ସ୍ଥିର କରାଯାଇଛି। ଏହି ବ୍ଲକ ସ୍ତରୀୟ ଷ୍ଟାଡିୟମ ପ୍ରାୟ ୮ ରୁ...