ଟ୍ରମ୍ପଙ୍କ ଘୋଷଣା: ବିଶ୍ୱବ୍ୟାପୀ ଟାରିଫ ୧୫ରୁ ୨୦ ପ୍ରତିଶତ ହେବ
ନୂଆଦିଲ୍ଲୀ,୨୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ, ଯେଉଁ ଦେଶମାନଙ୍କ ସହ ଆମେରିକାର ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି ନାହିଁ, ସେମାନଙ୍କ ପାଇଁ ଏକ ବିଶ୍ୱବ୍ୟାପୀ ଟାରିଫ ୧୫ରୁ ୨୦ ପ୍ରତିଶତ ମଧ୍ୟରେ ନିର୍ଦ୍ଧାରଣ କରାଯିବ। ଟ୍ରମ୍ପ ନିଜର ଟ୍ରୁଥ…


