ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି ଯାଇଛି। ଆଖି ଆଗରେ ହୁ ହୁ ହେଇ ଜଳିଯାଇଛି ପୁରା ନାଇଟ୍...