ଏପଟେ ବାଘ ଖାଇଗଲା ଛେଳି, ସେପଟେ ଗୋଦାମ ଘର ଭାଙ୍ଗି ଗୋ’ଖାଦ୍ୟ ଖାଇଲେ ହାତୀପଲ
ଭଞ୍ଜନଗର,୨୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବନ୍ୟପ୍ରାଣୀ ଯଥା ବାଘ, ଭାଲୁ, ହାତୀ, ବାର୍ହା ବିଭିନ୍ନ ସମୟରେ ଜଙ୍ଗଲ ବାହାରକୁ ଆସି ଲୋକଙ୍କ ଧନ ଜୀବନ କ୍ଷତି କରୁଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ...
ଛେଳି ଚୋରି କରିବା ଅଭିଯୋଗରେ ଯୁବକଙ୍କୁ ପିଟିପିଟି ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ
ପାଟଣା,୧୪ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଶଙ୍ଖୁଆ ଗ୍ରାମରେ ଛେଳି ଚୋରିକୁ ନେଇ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଲୋକେ ଶୁକ୍ରବାର ରାତିରେ ପିଟିପିଟି ମାରି ଦେବା ପରେ ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଛନ୍ତି। ମୃତକ ଜଣକ ହେଉଛନ୍ତି...
ବଜ୍ରପାତରେ ଜଳିଗଲା ଗୁହାଳ: ୩୦ ଛେଳି ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ କୁମ୍ଭାର ସାହିରେ ବଜ୍ରପାତ ଘଟି କେଶବ ଗୌଡ଼ଙ୍କ ଗୁହାଳ ଘର ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ କେଶବଙ୍କ ଗୁହାଳ ଘରେ ଥିବା ୩୦ଟି ଛେଳି ଜୀବନ୍ତ ଦଗ୍ଧ ହୋଇଥିବା...
ଜଙ୍ଗଲରେ ଚରୁଥିବା ବେଳେ ହଠାତ୍ ଟଳିପଡ଼ିଲେ ୧୫ ଛେଳି, ମାଲିକ ଅଚେତ
ଢେଙ୍କାନାଳ,୧୪ା୩(ରତନ ନାୟାର): ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଊର୍ଦ୍ଧ୍ୱ ଛେଳିଙ୍କ ଅକସ୍ମାତ ମୃତ୍ୟୁ ଘଟିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏପଟେ ଛେଳି...
ଛେଳିକୁ ଗିଳିଦେଲା ଅଜଗର
ଖଲ୍ଲିକୋଟ,୨୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍ଏସିର ୮ ନମ୍ବର ଓ୍ବାର୍ଡ ଶ୍ୟାମସୁନ୍ଦରପୁରରେ ରବିବାରରେ ଏକ ଛେଳିକୁ ଅଜଗର ସାପ ଗିଳି ଦେଇଥିବା ଦେଖିବାକୁ ମିଳିଛି। ଖଲ୍ଲିକୋଟ ଶ୍ୟାମସୁନ୍ଦରପୁର ଗ୍ରାମର ମା’ ବ୍ରାହ୍ମଣୀ ଦେବୀ ମନ୍ଦିର ନିକଟରେ ଛେଳି...
Archives
