CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି, ଯାହାର ପ୍ରସ୍ତାବ ମୋଦି କ୍ୟାବିନେଟରେ ଅନୁମୋଦିତ ହୋଇଛି। ଏହି ଯୋଜନାର ନାମ…