ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ କୂଳିଆ ବାସିନ୍ଦା ଆତଙ୍କିତ ହୋଇପଡିଛନ୍ତି। ପାଣିରେ ପ୍ରବେଶ କରିବା ମାତ୍ରେ କୁମ୍ଭୀର ଆକ୍ରମଣରେ…