ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ନେଇ ଜୋର୍ ଧରିଲା ଦାବି
ଅମରପାଲି,୧୧ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନକୁ ନେଇ ବିଭିନ୍ନ ଗ୍ରାମ ମଧ୍ୟରେ ଦାବି ଜୋର ଧରିଛି। ନିଜ ନିଜ ଅଞ୍ଚଳରେ ବିଦ୍ୟାଳୟ ସ୍ଥାପନ ପାଇଁ ଜମି ଯୋଗାଇଦେବାକୁ ଗ୍ରାମବାସୀ ପ୍ରଶାସନର ଦ୍ୱାରସ୍ଥ…

