ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ ରାଜ୍ୟରେ… ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ପଲଟଣ ପଡ଼ିଆଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରିବା ସହ ସମଗ୍ର ରାଜ୍ୟରେ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଜ୍ୟ ସରକାର ୨,୨୦୦...