ଖୁବ୍ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଭୁବନେଶ୍ୱର,୬।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର...