ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ… ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଥିଲେ ସୁଦ୍ଧା ଆନ୍ତର୍ଜାତୀୟ ବଜାରର ପ୍ରଭାବ ଯୋଗୁ ଉଭୟ ଧାତୁର ମୂଲ୍ୟ ଅନେକ…