ଆମେରିକାରେ ରହିବାକୁ ହେଲେ ଦେବାକୁ ହେବ ମୋଟା ଅଙ୍କର ଟଙ୍କା, ଟ୍ରମ୍ପ ଆରମ୍ଭ କଲେ Gold Card ନୂଆଦିଲ୍ଲୀ,୧୧|୧୨ : ଦିନକୁ ଦିନ ଭାରତ ଏବଂ ଆମେରିକା ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଭାରତୀୟଙ୍କୁ ଆମେରିକାରେ ରହିବା ଏକ ପ୍ରକାର ସ୍ବପ୍ନ ହୋଇଯାଇଛି । ଏହାରି ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଲ୍ଡ କାର୍ଡ ଲଞ୍ଚ...