ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ… ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ ଆଧାରରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ପାଇଛି। ଏହି ହ୍ରାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…