Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା? ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ ୦.୫% ହ୍ରାସ ପାଇଛି, ଯେତେବେଳେ ରୂପାର ଦର ପ୍ରାୟ ୧% କମିଛି। Gold...