୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି। ଆନ୍ତର୍ଜାତୀୟ ବଜାରରେ ମଜବୁତ ସ୍ଥିତି ଏବଂ ବୈଶ୍ୱିକ କାରଣ ଯୋଗୁ…