ରାନ୍ୟା ରାଓ କେମିତି ପାଲଟିଲେ Gold Smuggler? କ’ଣ ଥିଲା ସୁନା ଚାଲାଣ ରୁଟ୍, କିଏ ଦେଲା ସାଥ୍ ମୁମ୍ବାଇ,୧୫ା୩: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କ ସୁନା ଚୋରା ଚାଲାଣ ସମ୍ପର୍କରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି। ସୁନା ଚୋରା ଚାଲାଣ ପାଇଁ ରାନ୍ୟା କେଉଁ ରୁଟ୍ ବା ରାସ୍ତା ବ୍ୟବହାର କରୁଥିଲେ ଏବଂ ସେ ଏହାକୁ କିପରି...