Tag Archives: gold

ଭୁବନେଶ଼୍ବରରୁ ଜବତ ହେଲା ୪ କେଜି ସୁନା, ବସ୍‌ରେ ଯାଉଥିଲା…

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରୁ ଜବତ ହେଲା ୩ କୋଟି ଟଙ୍କାର ସୁନା । ଚୋରା ଚାଲାଣ ହେଉଥିବା ବେଳେ ଏହି ସୁନାକୁ ଜବତ କରିଛି ରାଜସ଼୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ । ବିଶେଷ ସୂତ୍ରରୁ ଖବର ପାଇ ରାଜସ଼୍ବ ବିଭାଗ ଏହି…

ସୀମାରୁ ମିଳିଲା ୧୦ କେଜି ସୁନା, ୧୧.୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ, ୫।୭: ଭାରତ ଏବଂ ବାଂଲାଦେଶ ସୀମାରେ ବିଏସ୍‌ଏଫ୍‌ ଯବାନଙ୍କୁ ବଡ଼ ସଫଳତା ମିଳିଛି । ବିଏସ୍‌ଏଫ୍‌ ଏବଂ ଡି ଆର୍‌ଆଇ ମିଳିତ ଭାବେ ଏକ ଅପରେସନ୍‌ କରିଥିବା ବେଳେ ସୁରକ୍ଷାବଳ ହାତରେ ଲାଗିଛି ୯.୬ କୋଜିର ସୁନା ଏବଂ ୧୧.୫…

ଆଜି ଅକ୍ଷୟତୃତୀୟା

ଭୁବନେଶ୍ୱର,୧୦ା୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଘରୋଇ ବଜାରର ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ‘ଅକ୍ଷୟ ତୃତୀୟା ମହୋତ୍ସବ’ର ଆୟୋଜନ କରାଯାଇଛି। ଅକ୍ଷୟ ତୃତୀୟା ଉପଲକ୍ଷେ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ଆକର୍ଷଣୀୟ ଅଫର ଓ ରିହାତି ସାଙ୍ଗକୁ ଉପହାର ଓ ଲକି…

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି। ଏହି ଜବତ ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ…

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ ମଧ୍ୟ ଜିତୁଥିବା ପରି ମନେହୁଏ। ବର୍ତ୍ତମାନ ୨୪ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌ର ମୂଲ୍ୟ…

ପ୍ରଥମ ଥର ୭୦ ହଜାର ପାର କଲା ସୁନା ମୂଲ୍ୟ, ରୂପ ୮୦ ହଜାର ନିକଟତର 

ନୂଆଦିଲ୍ଲୀ, ୪।୪: ସୁନା ମୂଲ୍ୟର ବୃଦ୍ଧି ଧାରା ଜାରି ରହିଛି। ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସୁନାର ମୂଲ୍ୟ ବହୁତ ବୃଦ୍ଧି ପାଇଛି ଏବଂ ଏହାର ମୂଲ୍ୟ ରେକର୍ଡ ୭୦,୦୦୦ ଟଙ୍କା ଅତିକ୍ରମ କରିଛି। ସୁନା ସହିତ ରୂପା ମୂଲ୍ୟ ମଧ୍ୟ…

ସମସ୍ତେ ସୁନା ଚେନ୍‌ ପିନ୍ଧୁଥିବେ ମାତ୍ର କେମିତି ତିଆରି ହୁଏ ଦେଖିଛନ୍ତି କି? ଥରେ ନଜର ପକାନ୍ତୁ ଏହି ଭିଡିଓ ଉପରେ…

ଆଜିର ସମୟରେ ଯଦି କାହା ପାଖରେ ଅଧିକ ଟଙ୍କା ହୋଇଯାଏ ସେ ସଙ୍ଗେ ସଙ୍ଗେ ସୁନା କିଣିବାକୁ ଚାଲିଯାଆନ୍ତି। ଯଦିଓ ବର୍ତ୍ତମାନ ବିଭିନ୍ନ ଯୋଜନା ଏବଂ ଏସ୍‌ଆଇପିର ପ୍ରବର୍ତ୍ତନ ପରେ ସୁନାରେ ବିନିଯୋଗ ହ୍ରାସ ପାଇଛି, କିନ୍ତୁ ଏହା ସତ୍ତ୍ୱେ ପୁରୁଣାକାଳିଆ…

ମହଙ୍ଗା ହେଲା ସୁନା, ରୁପା

ନୂଆଦିଲ୍ଲୀ,୧୭।୧୦: ଦୀପାବଳି ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୬୧ ହଜାର ଟପିପାରେ । ଏ ନେଇ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ସେହିପରି ରୁପାର କେଜି ପିଛା ଦାମ ୭୫ ହଜାର ଟଙ୍କା ହୋଇଯାଇପାରେ। ଦୀପାବଳି ପର୍ବ ପୂର୍ବରୁ ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?