ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ… ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ ମନା କରିବା ସହ ବନ୍ଧକ ରଖାଯାଇ ନଥିବା କହି ପ୍ରତାରଣା କରାଯାଇଥିବା ଅଭିଯୋଗ…